୧ ଥେସଲନୀକୀୟ 2:3 - ଓଡିଆ ବାଇବେଲ3 କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା, Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତା-ମୂଳକ ଅବା ଛଳଯୁକ୍ତ ନୁହେଁ, Gade chapit laପବିତ୍ର ବାଇବଲ (CL) NT (BSI)3 କୌଣସି ଭ୍ରମପୂର୍ଣ୍ଣ ବା ଅସାଧୁ ଅଭିପ୍ରାୟ ନେଇ ଆମେ ତୁମ୍ଭମାନଙ୍କ ନିକଟରେ ଆମର ଆବେଦନ ଜଣାଇ ନ ଥିଲୁ, କିଅବା ତୁମ୍ଭମାନଙ୍କୁ ଠକିବା ପାଇଁ କୌଣସି ଛଳନା ପ୍ରୟୋଗ କରି ନ ଥିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା, Gade chapit laପବିତ୍ର ବାଇବଲ3 ଆମ୍ଭେ ଲୋକଙ୍କୁ ଶିକ୍ଷା ଦେଉ। କେହି ଆମ୍ଭକୁ ପ୍ରବଞ୍ଚିତ କରି ନାହିଁ। ଆମ୍ଭେ ମନ୍ଦ ନୋହୁଁ। ଆମ୍ଭେ ଲୋକମାନଙ୍କୁ ଛଳନା କରି ନାହୁଁ। କିନ୍ତୁ ଏଗୁଡ଼ିକ ଆମ୍ଭର ଶିକ୍ଷାଦାନ କରିବା ଉଦ୍ଦେଶ୍ୟ ନୁହେଁ। Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।