Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:1 - ଓଡିଆ ବାଇବେଲ

1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଦିଷ୍ଟ ସମୟ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ଆବଶ୍ୟକ ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ଏ ସମସ୍ତ ବିଷୟ କେବେ ଓ କେଉଁ ପରିସ୍ଥିତିରେ ଘଟିବ, ସେ ସମ୍ପର୍କରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ପ୍ରୟୋଜନ ନାହିଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,

Gade chapit la Kopi

ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟରେ ଏବେ କିଛି ଲେଖିବାର ଆବଶ୍ୟକତା ନାହିଁ।

Gade chapit la Kopi




୧ ଥେସଲନୀକୀୟ 5:1
8 Referans Kwoze  

ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।


ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,


କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି ।


ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।


ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋ' ପକ୍ଷରେ ବାହୁଲ୍ୟମାତ୍ର;


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି ।


ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ ।


Swiv nou:

Piblisite


Piblisite