Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:25 - ଓଡିଆ ବାଇବେଲ

25 ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଭାଇମାନେ, ଆମ ପାଇଁ ମଧ୍ୟ ପ୍ରାର୍ଥନା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର।

Gade chapit la Kopi

ପବିତ୍ର ବାଇବଲ

25 ଭାଇ ଓ ଭଉଣୀମାନେ! ଆମ୍ଭ ପାଇଁ ପ୍ରାର୍ଥନା କର।

Gade chapit la Kopi




୧ ଥେସଲନୀକୀୟ 5:25
8 Referans Kwoze  

କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,


ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି ।


ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ ।


ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,


ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋ' ନିମନ୍ତେ ଈଶ୍ୱରଙ୍କ ନିକଟରେ ମୋ' ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,


Swiv nou:

Piblisite


Piblisite