Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:28 - ଓଡିଆ ବାଇବେଲ

28 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ

28 ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭ ସହିତ ରହିଥାଉ।

Gade chapit la Kopi




୧ ଥେସଲନୀକୀୟ 5:28
5 Referans Kwoze  

ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ । ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।


ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


[ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍‍ ।]


Swiv nou:

Piblisite


Piblisite