୧ ଥେସଲନୀକୀୟ 5:4 - ଓଡିଆ ବାଇବେଲ4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, Gade chapit laପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, Gade chapit laପବିତ୍ର ବାଇବଲ (CL) NT (BSI)4 କିନ୍ତୁ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ, ତେଣୁ ସେହି ଦିବସ ତୁମ୍ଭମାନଙ୍କ ନିକଟରେ ଅତର୍କିତ ଭାବେ ଚୋର ପରି ଆସି ପହଞ୍ôଚବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, Gade chapit laପବିତ୍ର ବାଇବଲ4 କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”