୧ ତୀମଥି 3:7 - ଓଡିଆ ବାଇବେଲ7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ । Gade chapit laପବିତ୍ର ବାଇବଲ (Re-edited) - (BSI)7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସୁଖ୍ୟାତି ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ। Gade chapit laପବିତ୍ର ବାଇବଲ (CL) NT (BSI)7 ମଣ୍ଡଳୀ ବାହାରେ ସର୍ବସାଧାରଣରେ ମଧ୍ୟ ସେ ଜଣେ ସମ୍ମାନିତ ବ୍ୟକ୍ତି ଥିବେ, ସହଜରେ ଶୟତାନର ଫାନ୍ଦରେ ପଡ଼ି ସେ ଯେପରି ଅପମାନିତ ନ ହୁଅନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ। Gade chapit laପବିତ୍ର ବାଇବଲ7 ଯେଉଁମାନେ ମଣ୍ଡଳୀର ସଦସ୍ୟ ନୁହନ୍ତି, ବାହାରର ସେହି ଲୋକମାନଙ୍କର ମଧ୍ୟ, ଅଧ୍ୟକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ୟକ। ତହିଁରେ ସେ ଅନ୍ୟମାନଙ୍କ ଦ୍ୱାରା ସମାଲୋଚିତ ହେବେ ନାହିଁ କି ଶୟତାନର ଫାନ୍ଦରେ ପଡ଼ିବେ ନାହିଁ। Gade chapit la |