୧ ତୀମଥି 4:10 - ଓଡିଆ ବାଇବେଲ10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ୱର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ୱାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି । Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ଵର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ, ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି। Gade chapit laପବିତ୍ର ବାଇବଲ (CL) NT (BSI)10 ଯେଉଁ ମୁକ୍ତିଦାତାଙ୍କଠାରେ ବିଶ୍ୱାସ କଲେ ସମସ୍ତେ ପରିତ୍ରାଣ ଲାଭ କରିପାରିବେ, ସେହି ଜୀବନ୍ତ ଈଶ୍ୱରଙ୍କଠାରେ ଭରସା ରଖି, ଆମେ ଏତେ କଷ୍ଟ ସ୍ୱୀକାର କରି ଏହି କାର୍ଯ୍ୟ କରି ଯାଉଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି। Gade chapit laପବିତ୍ର ବାଇବଲ10 ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ; ଆମ୍ଭେ ଜୀବିତ ପରମେଶ୍ୱରଙ୍କଠାରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶେଷ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କରନ୍ତି ସେମାନଙ୍କର ତ୍ରାଣକର୍ତ୍ତା। Gade chapit la |
ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।