୧ ତୀମଥି 4:15 - ଓଡିଆ ବାଇବେଲ15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ । Gade chapit laପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ। Gade chapit laପବିତ୍ର ବାଇବଲ (CL) NT (BSI)15 ମୁଁ ଉଲ୍ଲେଖ କରିଥିବା ସମସ୍ତ କର୍ତ୍ତବ୍ୟ ଆନ୍ତରିକତା ସହିତ ପାଳନ କରିବାକୁ ଅଭ୍ୟାସ କର - ଫଳରେ ତୁମ କାର୍ଯ୍ୟକଳାପର ଯଥାର୍ଥତା ପ୍ରତି ସତର୍କ ରୁହ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ। Gade chapit laପବିତ୍ର ବାଇବଲ15 ସେଗୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ କାମରେ ଉନ୍ନତି ହେଉଛି ଓ ଗ୍ଭଲିଛି। Gade chapit la |