୧ ତୀମଥି 4:7 - ଓଡିଆ ବାଇବେଲ7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ । ଈଶ୍ୱରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର, Gade chapit laପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ବୃଦ୍ଧା ସ୍ତ୍ରୀମାନଙ୍କର ଅସାର କାହାଣୀସବୁ ଅଗ୍ରାହ୍ୟ କର। ଈଶ୍ଵରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର, Gade chapit laପବିତ୍ର ବାଇବଲ (CL) NT (BSI)7 ଈଶ୍ୱରଙ୍କୁ ଅପମାନିତ କରୁଥିବା ମୂଲ୍ୟହୀନ କିମ୍ବଦନ୍ତୀଗୁଡ଼ିକୁ ପରିହାର କରି, ତୁମ ଧର୍ମ ଜୀବନକୁ ବଳିଷ୍ଠ କରିବାକୁ ଅଭ୍ୟାସ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର, Gade chapit laପବିତ୍ର ବାଇବଲ7 ପରମେଶ୍ୱରଙ୍କ ସତ୍ୟ ସହିତ ମେଳ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ୱରଙ୍କୁ ସେବା କରିବା ଲାଗି ନିଜକୁ ଶିକ୍ଷିତ କର। Gade chapit la |