୧ ତୀମଥି 5:17 - ଓଡିଆ ବାଇବେଲ17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ । Gade chapit laପବିତ୍ର ବାଇବଲ (Re-edited) - (BSI)17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ତତ୍ତ୍ଵାବଧାନ କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହେଉନ୍ତୁ। Gade chapit laପବିତ୍ର ବାଇବଲ (CL) NT (BSI)17 ମଣ୍ଡଳୀର ଯେଉଁ ନେତାମାନେ ସେମାନଙ୍କ କାର୍ଯ୍ୟରେ କୃତିତ୍ୱ ଦେଖାଇବେ, ବିଶେଷତଃ ଯେଉଁମାନେ କଷ୍ଟ ସ୍ୱୀକାର କରି ଶିକ୍ଷା ଓ ପ୍ରଚାର କାର୍ଯ୍ୟ କରୁଥିବେ, ସେମାନେ ଦୁଇ ଗୁଣ ହାରରେ ପାରିଶ୍ରମିକ ପାଇବା ଉଚିତ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ। Gade chapit laପବିତ୍ର ବାଇବଲ17 ମଣ୍ଡଳୀକୁ ଉତ୍ତମରୂପେ ଆଗେଇ ନେଇ ଯାଉଥିବା ପ୍ରାଚୀନମାନେ ଅତ୍ୟଧିକ ସମ୍ମାନ ପାଇବା ଉଚିତ୍। ଯେଉଁ ପ୍ରାଚୀନମାନେ ପ୍ରଗ୍ଭର ଓ ଉପଦେଶ ପ୍ରଦାନ କରୁଛନ୍ତି, ସେମାନେ ଅତ୍ୟଧିକ ସମ୍ମାନର ଅଧିକାରୀ ଅଟନ୍ତି। Gade chapit la |