୧ ତୀମଥି 5:7 - ଓଡିଆ ବାଇବେଲ7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ । Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନେ ଯେଯରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ। Gade chapit laପବିତ୍ର ବାଇବଲ (CL) NT (BSI)7 ବିଧବାମାନଙ୍କୁ ଏ ବିଷୟରେ ସାବଧାନ କରିଦିଅ, କେହି ଯେପରି ସେମାନଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ କରିବାକୁ ସୁଯୋଗ ନ ପାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ। Gade chapit laପବିତ୍ର ବାଇବଲ7 ସେଠାରେ ଥିବା ସମସ୍ତ ବିଶ୍ୱାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା'ହେଲେ କେହି କହିବେ ନାହିଁ ଯେ ସେମାନେ ଭୁଲ୍ କରୁଛନ୍ତି। Gade chapit la |