୧ ତୀମଥି 6:21 - ଓଡିଆ ବାଇବେଲ21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ । Gade chapit laପବିତ୍ର ବାଇବଲ (Re-edited) - (BSI)21 କେହି କେହି ତାହା ଅବଲମ୍ଵନ କରି ବିଶ୍ଵାସ ସମ୍ଵନ୍ଧରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। Gade chapit laପବିତ୍ର ବାଇବଲ21 କେତେ ଲୋକ କୁହନ୍ତି ଯେ ସେମାନଙ୍କର ସେହି “ଜ୍ଞାନ” ଅଛି। ସେମାନେ ସତ୍ୟ ବିଶ୍ୱାସକୁ ତ୍ୟାଗ କରି ସାରିଛନ୍ତି। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ। Gade chapit la |