Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 10:16 - ଓଡିଆ ବାଇବେଲ

16 ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାରକୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା,ଏହା ଭରସା କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାର କୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା, ଏହା ଭରସା କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତା’ହେଲେ, ଅନ୍ୟର କାର୍ଯ୍ୟ କ୍ଷେତ୍ରରେ ହୋଇଥିବା କାର୍ଯ୍ୟ ପାଇଁ ଦର୍ପ ନ କରି ତୁମମାନଙ୍କ ସୀମା ବାହାରେ ଅନ୍ୟ ଦେଶରେ ମଧ୍ୟ ଆମେ ସୁସମାଚାର ପ୍ରଚାର କରି ପାରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାର କୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳଗୁଡ଼ିକରେ ଯେପରି ସୁସମାଚାର ପ୍ରଚାର କରିପାରିବା, ଏହା ଭରସା କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

16 ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କରେ ମଧ୍ୟ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭର କରି ପାରିବୁ। ଅନ୍ୟ କୌଣସି ସ୍ଥାନରେ ଆଉ କାହା ଦ୍ୱାରା ଯେଉଁ କାମ ହୋଇ ସାରିଛି, ସେହି କାମରେ ଆମ୍ଭେ ଗର୍ବ କରୁ ନାହୁଁ।

Gade chapit la Kopi




୨ କରିନ୍ଥୀୟ 10:16
4 Referans Kwoze  

ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ ।


ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥି ନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;


ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥି ନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କ'ଣ ପାପ କଲି ?


Swiv nou:

Piblisite


Piblisite