Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 10:9 - ଓଡିଆ ବାଇବେଲ

9 ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୋହର ପତ୍ରଗୁଡ଼ିକ ଦ୍ଵାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ମୋର ଚିଠି ଦ୍ୱାରା ତୁମ୍ଭମାନଙ୍କୁ ଭୟଭୀତ କରିବା ପାଇଁ ଚେଷ୍ଟା କରିବା ମୋର ଅଭିପ୍ରୟ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ।

Gade chapit la Kopi

ପବିତ୍ର ବାଇବଲ

9 ଏହି ଗର୍ବୋକ୍ତି ପାଇଁ ମୁଁ ଲଜ୍ଜା ବୋଧ କରେ ନାହିଁ। ମୁଁ ମୋ’ ପତ୍ରଗୁଡ଼ିକ ମାଧ୍ୟମରେ ତୁମ୍ଭମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି ବୋଲି ତୁମ୍ଭେମାନେ ଭାବ ନାହିଁ।

Gade chapit la Kopi




୨ କରିନ୍ଥୀୟ 10:9
4 Referans Kwoze  

କାରଣ ସେମାନେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ ।


କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;


Swiv nou:

Piblisite


Piblisite