Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:5 - ଓଡିଆ ବାଇବେଲ

5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେ କୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତୁମ୍ଭମାନଙ୍କର ସେହି ବିଶିଷ୍ଟ ପ୍ରେରିତ ଶିଷ୍ୟମାନଙ୍କଠାରୁ ମୁଁ କୌଣସି ଗୁଣରେ ନିକୃଷ୍ଟ ବୋଲି ଭାବୁ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

5 ମୁଁ ଭାବୁ ନାହିଁ ଯେ, ସେହି “ମହାନ ପ୍ରେରିତମାନେ” ମୋ'ଠାରୁ କୌଣସି ଗୁଣରେ ଅଧିକ।

Gade chapit la Kopi




୨ କରିନ୍ଥୀୟ 11:5
3 Referans Kwoze  

କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି ।


Swiv nou:

Piblisite


Piblisite