୨ କରିନ୍ଥୀୟ 11:9 - ଓଡିଆ ବାଇବେଲ9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲିି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି । Gade chapit laପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ଵରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ଵରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି। Gade chapit laପବିତ୍ର ବାଇବଲ (CL) NT (BSI)9 ତୁମ୍ଭମାନଙ୍କ ସହିତ ଥିଲାବେଳେ ମୋର ଅଭାବ ପୂରଣ ପାଇଁ ମୁଁ କାହାକୁ ଭାରଗ୍ରସ୍ତ କରି ନାହିଁ। କାରଣ ମାସିଦୋନିଆରୁ ଆସିଥିବା ଭାଇମାନେ ମୋର ସମସ୍ତ ଅଭାବ ମେଣ୍ଟାଇ ଦେଇଥିଲେ। ଅତୀତ ପରି ଭବିଷ୍ୟତରେ ମଧ୍ୟ ମୁଁ କେବେହେଳେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କରିବି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି। Gade chapit laପବିତ୍ର ବାଇବଲ9 ତୁମ୍ଭମାନଙ୍କ ସହିତ ଥିବା ବେଳେ, ମୋର ଆବଶ୍ୟକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସେମାନେ ମୋର ସମସ୍ତ ଆବଶ୍ୟକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହୋଇ ନାହିଁ ଓ ଭବିଷ୍ୟତରେ ମଧ୍ୟ କଦାପି ହେବି ନାହିଁ। Gade chapit la |