୨ କରିନ୍ଥୀୟ 13:2 - ଓଡିଆ ବାଇବେଲ2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିିଥିଲିି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ଵିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ; Gade chapit laପବିତ୍ର ବାଇବଲ (CL) NT (BSI)2 ଅତୀତରେ ପାପ କରିଥିବା ଲୋକମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ମୁଁ ଦ୍ୱତୀୟ ଥର ସେଠାକୁ ଯାଇ କହିଥିଲି ଏବଂ ଏବେ ଦୂରରେ ଥାଇ ମଧ୍ୟ କହୁଛି ଯେ, ମୁଁ ଏଥର ଗଲେ, କେହି ଦଣ୍ଡରୁ ଛାଡ଼ ପାଇବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ; Gade chapit laପବିତ୍ର ବାଇବଲ2 ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଦ୍ୱିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦେଇଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂରରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦେବି। Gade chapit la |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ ।