Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:3 - ଓଡିଆ ବାଇବେଲ

3 ଯେଣୁ ଯେଉଁ ଖ୍ରୀଷ୍ଟ ମୋ'ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେଣୁ ଯେଉଁ ଖ୍ରୀଷ୍ଟ ମୋʼଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଖ୍ରୀଷ୍ଟ ଯେ ମୋ’ ଦେଇ କଥା କହୁଛନ୍ତି, ଏ ବିଷୟରେ ତୁମ୍ଭେମାନେ ଚାହିଁଥିବା ସମସ୍ତ ପ୍ରମାଣ ପାଇବ। ତୁମ୍ଭମାନଙ୍କ ପ୍ରତି ସେ କଦାପି ଦୁର୍ବଳ ନୁହଁନ୍ତି। ବରଂ ତୁମ୍ଭମାନଙ୍କ ନିକଟରେ ସେ ତାଙ୍କ ଶକ୍ତିର ପରିଚୟ ଦେଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେଣୁ ଯେଉଁ ଖ୍ରୀଷ୍ଟ ମୋʼ ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ;

Gade chapit la Kopi

ପବିତ୍ର ବାଇବଲ

3 ମୋ’ ଦ୍ୱାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭେମାନେ ପ୍ରମାଣ ଗ୍ଭହୁଁଛ। ମୋର ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବାରେ ଦୁର୍ବଳ ନୁହନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିଶାଳୀ ଅଟନ୍ତି।

Gade chapit la Kopi




୨ କରିନ୍ଥୀୟ 13:3
14 Referans Kwoze  

ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି ।


ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହି ସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି ।


କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ ।


(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ);


କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,


ଅଧିକାଂଶଙ୍କ ଦ୍ୱାରା ଏପରିଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;


କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ୱରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ ।


ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


Swiv nou:

Piblisite


Piblisite