Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:10 - ଓଡିଆ ବାଇବେଲ

10 କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯଦି ତୁମ୍ଭେମାନେ କାହାକୁ କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରିବି। ମୁଁ ଯଦି କୌଣସି ବିଷୟରେ କାହାକୁ କ୍ଷମା କରିଥାଏ, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ଯୋଗୁଁ କରିଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେମାନେ ଯଦି କାହାକୁ କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରି ଥାଏ, ତାହା ମୁଁ ତୁମ୍ଭମାନଙ୍କ ପାଇଁ ଯୀଶୁ ଖ୍ରୀଷ୍ଟଙ୍କ ଉପସ୍ଥିତିରେ କ୍ଷମା କରିଛି।

Gade chapit la Kopi




୨ କରିନ୍ଥୀୟ 2:10
7 Referans Kwoze  

ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ ।


ଅର୍ଥାତ୍‍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,


ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ ।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।


ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ଅକପଟ ପ୍ରେମରେ,


ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର ।


Swiv nou:

Piblisite


Piblisite