Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 3:16 - ଓଡିଆ ବାଇବେଲ

16 କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ସେହି ଆବରଣ ଘୁଞ୍ଚା ଯାଇପାରେ। କାରଣ ଧର୍ମଶାସ୍ତ୍ରରେ ମୋଶାଙ୍କ ବିଷୟରେ ଉଲ୍ଲଖ ଅଛି, “ପ୍ରଭୁଙ୍କ ଆଫକୁ ମୁଖ ଫେରାଇବାକୁ ସେହି ଆବରଣ ଘଞ୍ଚାଗଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ଜଣେ ଲୋକ ଯେତେବେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସେହି ଆବରଣଟି ବାହାର କରିଦିଆ ଯାଏ।

Gade chapit la Kopi




୨ କରିନ୍ଥୀୟ 3:16
13 Referans Kwoze  

ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ ସନ୍ତାନଗଣକୁ ତାହା କହିଲେ।


ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।


ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ।


ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ୱର ସମର୍ଥ ଅଟନ୍ତି ।


ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।


ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।


ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।


ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।


ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,


Swiv nou:

Piblisite


Piblisite