୨ କରିନ୍ଥୀୟ 4:11 - ଓଡିଆ ବାଇବେଲ11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ । Gade chapit laପବିତ୍ର ବାଇବଲ (Re-edited) - (BSI)11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ। Gade chapit laପବିତ୍ର ବାଇବଲ (CL) NT (BSI)11 ତାଙ୍କ ଜୀବନକୁ ଏହି ମର ଶରୀରରେ ପ୍ରକାଶ କରିବା ନିମନ୍ତେ ଖ୍ରଷ୍ଟଙ୍କ ପାଇଁ ସାରା ଜୀବନ ଆମେ ମୃତ୍ୟ ମୁଖରେ ପତିତ ହେଉଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ। Gade chapit laପବିତ୍ର ବାଇବଲ11 ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହେତୁ ଆମ୍ଭେ ସର୍ବଦା ମୃତ୍ୟୁ ସଙ୍କଟର ସମ୍ମୁଖୀନ ହେଉଛୁ। ଯଦ୍ଦ୍ୱାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧ୍ୟରେ ସ୍ପଷ୍ଟ ଭାବରେ ଦେଖି ପାରିବା। Gade chapit la |