୨ କରିନ୍ଥୀୟ 7:16 - ଓଡିଆ ବାଇବେଲ16 ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣବିଶ୍ୱାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି । Gade chapit laପବିତ୍ର ବାଇବଲ (Re-edited) - (BSI)16 ମୁଁ ଯେ ସର୍ବବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ଵାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି। Gade chapit laପବିତ୍ର ବାଇବଲ (CL) NT (BSI)16 ତୁମ୍ଭମାନଙ୍କ ଉପରେ ଆସ୍ଥା ରଖି ପାରିବାରୁ ମୁଁ କେଡ଼େ ସୁଖୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ୱାସ କରିପାରେ, ଏଥିପାଇଁ ଆନନ୍ଦ କରୁଅଛି। Gade chapit laପବିତ୍ର ବାଇବଲ16 ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ। Gade chapit la |