Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 9:1 - ଓଡିଆ ବାଇବେଲ

1 ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋ' ପକ୍ଷରେ ବାହୁଲ୍ୟମାତ୍ର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପ୍ରକୃତରେ ସାଧୁମାନଙ୍କ ସେବା ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯିହୁଦାରେ ଥିବା ଈଶ୍ୱରଙ୍କ ଲୋକମାନଙ୍କ ନିକଟକୁ ସାହାୟ୍ୟ ପଠାଇବା ପାଇଁ ତୁମ୍ଭମାନଙ୍କୁ ଲ୍ବୋର କିଛି ଆବଶ୍ୟକତା ନାହଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର;

Gade chapit la Kopi

ପବିତ୍ର ବାଇବଲ

1 ପରମେଶ୍ୱରଙ୍କ ଲୋକମାନଙ୍କ ପାଇଁ ଏହି ସେବା ବିଷୟରେ ଏପରି ଲେଖିବା ମୋ’ ପାଇଁ ପ୍ରକୃତରେ ଆବଶ୍ୟକ ନୁହେଁ।

Gade chapit la Kopi




୨ କରିନ୍ଥୀୟ 9:1
18 Referans Kwoze  

ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ ।


କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,


ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି ।


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ ।


ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।


ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋ’ ମଧ୍ୟରେ ସାକ୍ଷୀ ରହିଲେ।


ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଈଶ୍ୱରଙ୍କ ପ୍ରିୟପାତ୍ର ।


ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ୱର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ ?


ସର୍ବଶକ୍ତିମାନ ପରମେଶ୍ଵର ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।


ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍‍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ,


ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।


ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି


ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ ।


ଯେପରି ମୁଁ ଯିହୂଦା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,


Swiv nou:

Piblisite


Piblisite