୨ ଯୋହନ 1:2 - ଓଡିଆ ବାଇବେଲ2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ । Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଓ ଚିରକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। Gade chapit laପବିତ୍ର ବାଇବଲ (CL) NT (BSI)2 ଆମ ଅନ୍ତରରେ ସେହି ସତ୍ୟ ରହିଛି ଓ ଚିରଦିନ ରହିଥିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। Gade chapit laପବିତ୍ର ବାଇବଲ2 ଆମ୍ଭ ଅନ୍ତରରେ ଯେଉଁ ସତ୍ୟ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରୁଛୁ। ଏହି ସତ୍ୟ ଆମ୍ଭ ପାଖରେ ସବୁଦିନ ପାଇଁ ରହିବ। Gade chapit la |
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ । ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।