Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:3 - ଓଡିଆ ବାଇବେଲ

3 ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟ ପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ସେ କହିଲେ, ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟ ପାତ୍ର ଉଧାର କରି ଆଣ; ଅଳ୍ପ ଉଧାର ନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ଇଲୀଶାୟ କହିଲେ, “ଯାଅ, ତୁମ୍ଭର ପଡ଼ୋଶୀମାନଙ୍କଠାରୁ ଖାଲି ପାତ୍ରଗୁଡ଼ିକ ଧାର କରି ଆଣ। ସେମାନଙ୍କର ଅନେକ ଶୂନ୍ୟ ପାତ୍ର ଥିବ, ସେଗୁଡ଼ିକୁ ସବୁ ଆଣ।

Gade chapit la Kopi




2 ରାଜାବଳୀ 4:3
8 Referans Kwoze  

ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହି ସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ ।


ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ ।


ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।


ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’


ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ? ମୋତେ କୁହ; ଘରେ ତୁମ୍ଭର କ’ଣ ଅଛି ?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”


ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”


ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।


Swiv nou:

Piblisite


Piblisite