୨ ପିତର 3:8 - ଓଡିଆ ବାଇବେଲ8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)8 କିନ୍ତୁ, ପ୍ରିୟ ବନ୍ଧୁଗଣ, ଗୋଟିଏ ବିଷୟ ଭୁଲି ଯାଅ ନାହିଁ। ଈଶ୍ୱରଙ୍କ ଦଅଷ୍ଟିରେ ଏକ ଦିନ ଓ ସହସ୍ର ବର୍ଷ ମଧ୍ୟରେ କିଛି ପାର୍ଥକ୍ୟ ନାହିଁ। ତାଙ୍କ ନିକଟରେ ଏ ଦୁଇଟି ସମାନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ। Gade chapit laପବିତ୍ର ବାଇବଲ8 ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ। Gade chapit la |