2 ଶାମୁୟେଲ 1:14 - ଓଡିଆ ବାଇବେଲ14 ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି ?” Gade chapit laପବିତ୍ର ବାଇବଲ (Re-edited) - (BSI)14 ତହୁଁ ଦାଉଦ ତାହାକୁ କହିଲେ, ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?” Gade chapit laପବିତ୍ର ବାଇବଲ14 ତା'ପରେ ଦାଉଦ ତାକୁ ପଗ୍ଭରିଲେ, “ତୁମ୍ଭେ କିପରି ସାହସ କଲ ଓ ସଦାପ୍ରଭୁଙ୍କ ଦ୍ୱାରା ମନୋନୀତ ରାଜାଙ୍କୁ ହତ୍ୟା କରିବା ପାଇଁ ଭୟ କଲ ନାହିଁ।” Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।