Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:26 - ଓଡିଆ ବାଇବେଲ

26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋ’ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।

Gade chapit la Kopi

ପବିତ୍ର ବାଇବଲ

26 ହେ ମୋର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ଦୁଃଖ କରୁଅଛି। ମୁଁ ତୁମ୍ଭ ସହିତ ଥିବାରୁ ଆନନ୍ଦ ଉପଭୋଗ କରୁଅଛି। ମୋର ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ ଓ ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।

Gade chapit la Kopi




2 ଶାମୁୟେଲ 1:26
7 Referans Kwoze  

ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।


ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।


ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।


ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;


ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”


ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।


Swiv nou:

Piblisite


Piblisite