Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:27 - ଓଡିଆ ବାଇବେଲ

27 ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”

Gade chapit la Kopi

ପବିତ୍ର ବାଇବଲ

27 ବୀରମାନେ ଯୁଦ୍ଧରେ ପତିତ ହେଲେ ଏବଂ ଯୁଦ୍ଧାସ୍ତ୍ରଗୁଡ଼ିକ ଧ୍ୱଂସ କରାଗଲା।”

Gade chapit la Kopi




2 ଶାମୁୟେଲ 1:27
7 Referans Kwoze  

ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।


“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ ! ବୀରମାନେ କିପରି ପତିତ ହେଲେ !


ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।


ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !”


ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।


ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତ ଭାଗରୁ ଆସୁଅଛନ୍ତି।


Swiv nou:

Piblisite


Piblisite