Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:3 - ଓଡିଆ ବାଇବେଲ

3 ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଅଛ? ତହୁଁ ସେ କହିଲା, ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”

Gade chapit la Kopi

ପବିତ୍ର ବାଇବଲ

3 ଦାଉଦ ତାଙ୍କୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ସେ ଲୋକଟି ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଇସ୍ରାଏଲୀୟ ଛାଉଣିରୁ ପଳାଇ ଆସିଛି।”

Gade chapit la Kopi




2 ଶାମୁୟେଲ 1:3
5 Referans Kwoze  

ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”


ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।


ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”


ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ ? ଓ ତୁମ୍ଭେ କେଉଁଠାରୁ ଆସିଅଛ ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।


Swiv nou:

Piblisite


Piblisite