2 ଶାମୁୟେଲ 10:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ବଦଳରେ ରାଜା ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥି ଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ପଦରେ ରାଜା ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ବଦଳରେ ରାଜା ହେଲା। Gade chapit laପବିତ୍ର ବାଇବଲ1 ଏହା ପରେ ଅମ୍ମୋନ ସନ୍ତାନଗଣର ରାଜା ମରିଗଲା ପରେ ତା'ର ପୁତ୍ର ହାନୂନ୍ ରାଜ ପଦରେ ଅଭିଷିକ୍ତ ହେଲା। Gade chapit la |