Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 10:17 - ଓଡିଆ ବାଇବେଲ

17 ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯା’ନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

17 ଦାଉଦ ଏହା ଜାଣିବା ପରେ ସେ ସମୁଦାୟ ଇସ୍ରାଏଲୀୟମାନଙ୍କୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲେମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ଆଗରେ ସୈନ୍ୟ ସଜ୍ଜାଇ ତାଙ୍କ ସାଙ୍ଗରେ ଯୁଦ୍ଧ କଲେ।

Gade chapit la Kopi




2 ଶାମୁୟେଲ 10:17
3 Referans Kwoze  

ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯା’ନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ।


ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।


ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।


Swiv nou:

Piblisite


Piblisite