Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:10 - ଓଡିଆ ବାଇବେଲ

10 ଏଥିରେ ଊରୀୟ ଆପଣା ଗୃହକୁ ଯାଇ ନାହିଁ, ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କ’ଣ ଯାତ୍ରାରୁ ଆସି ନାହଁ ? ଆପଣା ଗୃହକୁ କାହିଁକି ଗଲ ନାହିଁ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ଊରୀୟ ଆପଣା ଗୃହକୁ ଯାଇ ନାହିଁ, ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ “ଊରୀୟ ଆପଣା ଗୃହକୁ ଯାଇ ନାହିଁ,” ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?”

Gade chapit la Kopi

ପବିତ୍ର ବାଇବଲ

10 ଦାସମାନେ ଦାଉଦଙ୍କୁ କହିଲେ, “ଊରିୟ ଘରକୁ ଯାଇ ନାହାନ୍ତି।” ତା'ପରେ ଦାଉଦ ଊରିୟକୁ କହିଲେ, “ତୁମ୍ଭେ ଦୂର ଯାତ୍ରାରୁ ଆସିଲ। ତୁମ୍ଭେ ଗୃହକୁ ଗଲ ନାହିଁ କାହିଁକି?”

Gade chapit la Kopi




2 ଶାମୁୟେଲ 11:10
3 Referans Kwoze  

ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।


ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋ’ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କ’ଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି ? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏକଥା କରିବି ନାହିଁ।”


ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।


Swiv nou:

Piblisite


Piblisite