Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:12 - ଓଡିଆ ବାଇବେଲ

12 ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପର ଦିନ ଯିରୂଶାଲମରେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ଦାଉଦ ଊରୀୟକୁ କହିଲେ, ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି। ତହୁଁ ଊରୀୟ ସେ ଦିନ ଓ ପର ଦିନ ଯିରୂଶାଲମରେ ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପରଦିନ ଯିରୂଶାଲମରେ ରହିଲା।

Gade chapit la Kopi

ପବିତ୍ର ବାଇବଲ

12 ଦାଉଦ ଊରିୟକୁ କହିଲେ, “ଆଜି ତୁମ୍ଭେ ଏହିଠାରେ ରୁହ। ଆସନ୍ତା କାଲି ମୁଁ ତୁମ୍ଭକୁ ଯୁଦ୍ଧ କ୍ଷେତ୍ରକୁ ପଠାଇ ଦେବି।” ଊରିୟ ସେଦିନ ସକାଳ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ରହିଲେ।

Gade chapit la Kopi




2 ଶାମୁୟେଲ 11:12
4 Referans Kwoze  

ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।


ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;


ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।


Swiv nou:

Piblisite


Piblisite