Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:13 - ଓଡିଆ ବାଇବେଲ

13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମତ୍ତ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ଦାଉଦ ଊରିୟକୁ ଡାକି କହିଲେ ଏବଂ ଊରିୟ ଦାଉଦଙ୍କ ସଙ୍ଗେ ଖିଆପିଆ କଲା। ଦାଉଦ ଊରିୟକୁ ମଦ୍ୟପାନ କରାଇଲେ, ତା'ପରେ ମଧ୍ୟ ଊରିୟ ଗୃହକୁ ନ ଯାଇ ରାଜାଙ୍କର ଦାସମାନଙ୍କ ସହିତ ରାଜଗୃହର ଦ୍ୱାର ଦେଶରେ ଶୟନ କଲା।

Gade chapit la Kopi




2 ଶାମୁୟେଲ 11:13
7 Referans Kwoze  

ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର !


ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”


ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।


ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ ?”


କାହାର ହାହାକାର ? କାହାର ଓକାର ? କାହାର କଳି ? କାହାର ବକାବକି ? କାହାର ଅକାରଣ କ୍ଷତ ? କାହାର ରକ୍ତବର୍ଣ୍ଣ ଚକ୍ଷୁ ?


Swiv nou:

Piblisite


Piblisite