Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:16 - ଓଡିଆ ବାଇବେଲ

16 ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।

Gade chapit la Kopi

ପବିତ୍ର ବାଇବଲ

16 ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ଅମ୍ମୋନୀୟ ସାହସୀ ସୈନ୍ୟମାନେ ଯେଉଁଠାରେ ଥିଲେ ସେ ଦେଖିଲେ ଏବଂ ସେ ଊରିୟକୁ ସେହି ସ୍ଥାନକୁ ଯିବା ପାଇଁ ଆଦେଶ ଦେଲେ।

Gade chapit la Kopi




2 ଶାମୁୟେଲ 11:16
13 Referans Kwoze  

କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।


ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।


ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।


ତହୁଁ ଯେହୂ ଦ୍ୱିତୀୟ ଥର ସେମାନଙ୍କ ନିକଟକୁ ପତ୍ର ଲେଖିଲେ, ଯଥା, “ଯଦି ତୁମ୍ଭେମାନେ ମୋହର ପକ୍ଷ ଓ ଯଦି ତୁମ୍ଭେମାନେ ମୋ’ କଥାରେ ମନୋଯୋଗ କରିବ, ତେବେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରମାନଙ୍କ ମସ୍ତକ ଘେନି ଆସନ୍ତା କାଲି ଏହି ସମୟରେ ଯିଷ୍ରିୟେଲକୁ ମୋ’ ନିକଟକୁ ଆସ।” ସେହି ସତୁରି ଜଣ ରାଜପୁତ୍ର ଆପଣାମାନଙ୍କ ପ୍ରତିପାଳକ ନଗରସ୍ଥ ପ୍ରଧାନ ଲୋକଙ୍କ ସଙ୍ଗରେ ଥିଲେ।


ଆହୁରି ସରୁୟାର ପୁତ୍ର ଯୋୟାବ ମୋ’ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।


ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା ? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କ’ଣ ତେବେସରେ ମଲା ନାହିଁ ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”


ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।


Swiv nou:

Piblisite


Piblisite