Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:17 - ଓଡିଆ ବାଇବେଲ

17 ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ପତିତ ହେଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।

Gade chapit la Kopi

ପବିତ୍ର ବାଇବଲ

17 ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ ଓ ତହିଁରେ ଦାଉଦଙ୍କ ଦାସମାନଙ୍କ ମଧ୍ୟରୁ କେତେକ ଲୋକ ମୃତ୍ୟୁବରଣ କଲେ ଓ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ।

Gade chapit la Kopi




2 ଶାମୁୟେଲ 11:17
5 Referans Kwoze  

ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।


ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।


ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।


ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;


ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା ? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କ’ଣ ତେବେସରେ ମଲା ନାହିଁ ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”


Swiv nou:

Piblisite


Piblisite