2 ଶାମୁୟେଲ 11:23 - ଓଡିଆ ବାଇବେଲ23 ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ସେହି ଦୂତ ଦାଉଦଙ୍କୁ କହିଲା, ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ଵାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ। Gade chapit laପବିତ୍ର ବାଇବଲ23 ସେହି ଦୂତ ଜଣକ ରାଜା ଦାଉଦଙ୍କୁ କହିଲା, “ସେହି ଅମ୍ମୋନୀୟ ଲୋକମାନେ ଆମ୍ଭମାନଙ୍କୁ ଖୋଲା ପଡ଼ିଆରେ ଆକ୍ରମଣ କଲେ, ତା'ପରେ ଆମ୍ଭେ ନଗରର ଫାଟକ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼େଇ ନେଲୁ। Gade chapit la |