Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:9 - ଓଡିଆ ବାଇବେଲ

9 ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ଵାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ଊରିୟ ଗୃହକୁ ଗଲା ନାହିଁ। ସେ ରାଜାଙ୍କର ଦାସମାନଙ୍କ ସହିତ ରାଜ ଗୃହ ଦ୍ୱାରରେ ଶୟନ କଲା।

Gade chapit la Kopi




2 ଶାମୁୟେଲ 11:9
6 Referans Kwoze  

ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ଏଥିରେ ଊରୀୟ ଆପଣା ଗୃହକୁ ଯାଇ ନାହିଁ, ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କ’ଣ ଯାତ୍ରାରୁ ଆସି ନାହଁ ? ଆପଣା ଗୃହକୁ କାହିଁକି ଗଲ ନାହିଁ ?”


ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।


ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।


ପୁଣି, ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇ ଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।


Swiv nou:

Piblisite


Piblisite