Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:10 - ଓଡିଆ ବାଇବେଲ

10 ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହେତୁ ତୁମ୍ଭ ଗୃହରୁ ଖଡ଼୍‍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ‌‌ଖ‌ଡ଼୍‌ଗ ତୁମ୍ଭର ପରିବାରର ଜୀବନ ନେବା ଚିରଦିନ ଗ୍ଭଲୁରଖିବ। କାରଣ ହିତ୍ତୀୟ ଊରିୟର ସ୍ତ୍ରୀକୁ ନେଇ ତୁମ୍ଭର ସ୍ତ୍ରୀ କରି ମୋତେ ତୁଚ୍ଛ ଜ୍ଞାନ କରିଅଛ।’

Gade chapit la Kopi




2 ଶାମୁୟେଲ 12:10
16 Referans Kwoze  

କିମ୍ବା ଈଶ୍ୱରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?


ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ଼୍ଗ ଦ୍ୱାରା ବିନଷ୍ଟ ହେବେ ।


ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ ।


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ ।


ପୁଣି, ଇସ୍‍ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”


ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା’ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।


ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।


ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”


କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।


ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।


Swiv nou:

Piblisite


Piblisite