Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:15 - ଓଡିଆ ବାଇବେଲ

15 ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଅନନ୍ତର ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟ; ପୀଡ଼ିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।

Gade chapit la Kopi

ପବିତ୍ର ବାଇବଲ

15 ତା'ପରେ ନାଥନ ଗୃହକୁ ଫେରିଗଲେ। ସଦାପ୍ରଭୁ ଊରିୟର ସ୍ତ୍ରୀଠାରୁ ଜନ୍ମ ଦାଉଦର ସନ୍ତାନକୁ ଅତ୍ୟନ୍ତ ପୀଡ଼ିତ କରି ଦେଲେ।

Gade chapit la Kopi




2 ଶାମୁୟେଲ 12:15
9 Referans Kwoze  

ଏଥିଉତ୍ତାରେ ଊଣାଧିକ ଦଶ ଦିନ ଉତ୍ତାରେ ସଦାପ୍ରଭୁ ନାବଲକୁ ଆଘାତ କରନ୍ତେ, ସେ ମଲା।


ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯା’ନ୍ତି।


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।


ପୁଣି ଅବୀୟର ଜୀବନ କାଳଯାଏ ଯାରବୀୟାମ୍‍ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।


ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍‍ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍‍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।


ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”


ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।


Swiv nou:

Piblisite


Piblisite