Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:21 - ଓଡିଆ ବାଇବେଲ

21 ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”

Gade chapit la Kopi

ପବିତ୍ର ବାଇବଲ

21 ଦାଉଦଙ୍କୁ ତାଙ୍କର ଦାସମାନେ ପଗ୍ଭରିଲେ, “ଆପଣ ଏପରି ବ୍ୟବହାର କାହିଁକି କଲେ? ଯେତେବେଳେ ପିଲାଟି ବଞ୍ଚିଥିଲା ଆପଣ ଖାଇବାକୁ ମନା କଲେ ଓ କାନ୍ଦିଲେ କିନ୍ତୁ ପିଲାଟି ମରିଯିବା ପରେ ଉଠିଲେ ଓ ଖାଦ୍ୟ ଖାଇଲେ।”

Gade chapit la Kopi




2 ଶାମୁୟେଲ 12:21
4 Referans Kwoze  

ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତା'ର ବିଚାର କରେ ନାହିଁ ।


ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରୁ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।


ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, “କେଜାଣି ସଦାପ୍ରଭୁ ମୋ’ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।”


“ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।


Swiv nou:

Piblisite


Piblisite