Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:3 - ଓଡିଆ ବାଇବେଲ

3 ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ଭିନ୍ନ ଆଉ କିଛି ନ ଥିଲା, ସେ ତାକୁ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ତର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ

3 ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ଢା ଛୁଆ ବ୍ୟତୀତ ଆଉ କିଛି ନ ଥିଲା। ସେ ମଧ୍ୟ ତାକୁ କିଣି ପାଳୁଥିଲା। ତା’ ସଙ୍ଗେ ଓ ତା'ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା। ମେଣ୍ଢା ଛୁଆଟି ତା'ର ନିଜ ତୁଣ୍ଡରୁ ଆହାର ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତା'ର କୋଳରେ ମଧ୍ୟ ଶୟନ କଲା। ସେହି ମେଣ୍ଢା ଛୁଆଟି ସେ ଗରିବ ଲୋକଟିର ଝିଅପରି ବଢ଼ିଲା।

Gade chapit la Kopi




2 ଶାମୁୟେଲ 12:3
6 Referans Kwoze  

ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।


ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କ’ଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ ?”


ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍‍, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେ କୌଣସି ଗୋଷ୍ଠୀର ଯେ କୌଣସି ଦେବତା ହେଉ,


ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;


ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”


Swiv nou:

Piblisite


Piblisite