2 ଶାମୁୟେଲ 12:4 - ଓଡିଆ ବାଇବେଲ4 ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।” Gade chapit laପବିତ୍ର ବାଇବଲ (Re-edited) - (BSI)4 ଏକ ସମୟରେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, ତହିଁରେ ସେ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକି ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।” Gade chapit laପବିତ୍ର ବାଇବଲ4 “ତା'ପରେ ଜଣେ ଯାତ୍ରୀ ଆସିଲେ ଓ ସେହି ଧନୀ ଲୋକଙ୍କୁ ଦେଖିଲେ। ତହିଁରେ ସେହି ଧନୀ ଲୋକଟି, ତା’ ନିକଟକୁ ଆସିଥିବା ଅତିଥି ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେଇ ମେଣ୍ଢା ଖାଇବାକୁ ଦେବାକୁ ଇଚ୍ଛା କଲା ନାହିଁ। ମାତ୍ର ସେହି ଦରିଦ୍ର ଲୋକଟିର ମେଣ୍ଢା ଛୁଆଟିକୁ ନେଇ ଅତିଥିଙ୍କ ପାଇଁ ରାନ୍ଧିଲା।” Gade chapit la |