Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:8 - ଓଡିଆ ବାଇବେଲ

8 ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥା’ନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥା’ନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ମଧ୍ୟ ଇସ୍ରାଏଲ ଓ ଯିହୁଦା ବଂଶ ତୁମ୍ଭକୁ ଦେଲୁ; ଆଉ ଯେବେ ଏହା ଅଳ୍ପ ହୋଇଥାʼନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥାʼନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥାʼନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥାʼନ୍ତୁ।

Gade chapit la Kopi

ପବିତ୍ର ବାଇବଲ

8 ମୁଁ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତା'ର ସ୍ତ୍ରୀମାନଙ୍କୁ ଦେଲି। ଇସ୍ରାଏଲ ଓ ଯିହୁଦାକୁ ଶାସନ କରିବା ପାଇଁ ମଧ୍ୟ ତୁମ୍ଭଙ୍କୁ ଦେଲି। ଯଦି ଏହା ଅଳ୍ପ ହେଲା, ତେବେ ମୁଁ ତୁମ୍ଭକୁ ଅଧିକ ଦେଇଥା’ନ୍ତି।

Gade chapit la Kopi




2 ଶାମୁୟେଲ 12:8
11 Referans Kwoze  

କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”


ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?


ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।


ତଥାପି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୁ, ସଦାପ୍ରଭୁ, ଏହା କ’ଣ ମନୁଷ୍ୟର ବ୍ୟବସ୍ଥା ?


ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।


ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଗିଲୀୟଦ ଅଞ୍ଚଳର ଯାବେଶ୍‍ ନଗରର ଲୋକମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।


ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ ?


ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ ?” ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।


ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;


Swiv nou:

Piblisite


Piblisite