Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:10 - ଓଡିଆ ବାଇବେଲ

10 ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ଅମ୍ନୋନ ତାମରକୁ କହିଲା, ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି। ଏଥିରେ ତାମର ଆପଣା ପ୍ରସ୍ତୁତ ପିଠା ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।

Gade chapit la Kopi

ପବିତ୍ର ବାଇବଲ

10 ତା'ପରେ ଅମ୍ନୋନ ତାମରକୁ କହିଲା, “ଖାଦ୍ୟ ଦ୍ରବ୍ୟ ଶୟନ ଗୃହକୁ ଆଣ, ମୁଁ ତୁମ୍ଭ ହାତରୁ ତାହା ଭୋଜନ କରିବି।” ଏଥିରେ ତାମର ନିଜେ ତିଆରି କରିଥିବା ପିଠା ନେଇ ଅମ୍ନୋନର ଶୟନ କକ୍ଷକୁ ଗଲା।

Gade chapit la Kopi




2 ଶାମୁୟେଲ 13:10
2 Referans Kwoze  

ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରି ଗଲେ।


ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋ’ ଭଉଣୀ, ମୋ’ ସଙ୍ଗରେ ଶୁଅ।”


Swiv nou:

Piblisite


Piblisite