Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:15 - ଓଡିଆ ବାଇବେଲ

15 ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତା’ଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ୍‍, ଯା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତଦପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ୍, ଯା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତାʼଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ, ଯା।

Gade chapit la Kopi

ପବିତ୍ର ବାଇବଲ

15 ତା'ପରେ ଅମ୍ନୋନ ତାକୁ ଅତି ଘୃଣା କଲା, ସେ ତାକୁ ଯେପରି ପ୍ରେମ କରିଥିଲା, ତା’ ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, “ଉଠ ଏଠାରୁ ଗ୍ଭଲିଯାଅ।”

Gade chapit la Kopi




2 ଶାମୁୟେଲ 13:15
3 Referans Kwoze  

ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମ ଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ୱାରା ତାହାକୁ ଅଶୁଚି କଲେ, ପୁଣି, ସେମାନଙ୍କ ଦ୍ୱାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା।


ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।


ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ !” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।


Swiv nou:

Piblisite


Piblisite