Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:24 - ଓଡିଆ ବାଇବେଲ

24 ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

24 ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସିଲା ଓ କହିଲା, “ଦେଖନ୍ତୁ ମୋର ମେଷଗୁଡ଼ିକର ଲୋମ ଛେଦନ ହୋଇଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସ ସଙ୍ଗରେ ଆସନ୍ତୁ।”

Gade chapit la Kopi




2 ଶାମୁୟେଲ 13:24
8 Referans Kwoze  

ତାହାର ମୁଖ ଲବଣୀ ତୁଲ୍ୟ ଚିକ୍‍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମ ଚ୍ଛେଦକମାନଙ୍କ ନିକଟକୁ ଗଲା।


ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।


ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲହାସୋରରେ ଅବଶାଲୋମର ମେଷର ଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।


ଏଥିରେ ରାଜା ଅବଶାଲୋମକୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନୋହି ତାହାକୁ ଆଶୀର୍ବାଦ କଲେ।


Swiv nou:

Piblisite


Piblisite