Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:36 - ଓଡିଆ ବାଇବେଲ

36 ସେ ଏହି କଥା କହିବା ସମାପ୍ତ କଲା କ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ

36 ଏହା କହି ସାରିବା ପରେ ରାଜକୁମାରଗଣ ଆସି ସେଠାରେ ପହଞ୍ଚି ଗଲେ ଏବଂ ସେମାନେ କ୍ରନ୍ଦନ କରୁଥିଲେ। ଦାଉଦ ଏବଂ ତାଙ୍କର ଦାସୀମାନେ ମଧ୍ୟ କାନ୍ଦିବାକୁ ଲାଗିଲେ ଓ ଚିତ୍କାର କରି କାନ୍ଦିଲେ।

Gade chapit la Kopi




2 ଶାମୁୟେଲ 13:36
5 Referans Kwoze  

ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା’ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”


ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତା’ଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ୍‍, ଯା।


ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”


ତହିଁରେ ଯୋନାଦବ୍‍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”


ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।


Swiv nou:

Piblisite


Piblisite