Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:5 - ଓଡିଆ ବାଇବେଲ

5 ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା ?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋ’ ସ୍ୱାମୀ ମରିଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ରାଜା ତାହାକୁ କହିଲେ, ତୁମ୍ଭର କଅଣ ହେଲା? ସେ ଉତ୍ତର କଲା, ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ଵାମୀ ମରିଯାଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ୱାମୀ ମରିଯାଇଅଛି।

Gade chapit la Kopi

ପବିତ୍ର ବାଇବଲ

5 ତହିଁରେ ରାଜା ପଗ୍ଭରିଲେ, “କ’ଣ ତୁମ୍ଭର ଅସୁବିଧା କରୁଛି?” ସେ ଉତ୍ତର ଦେଲା, “ମୁଁ ସତ୍ୟ କହୁଅଛି ମୁଁ ବିଧବା ସ୍ତ୍ରୀ, ମୋର ସ୍ୱାମୀ ମରିଯାଇଛି।

Gade chapit la Kopi




2 ଶାମୁୟେଲ 14:5
6 Referans Kwoze  

ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା ? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।


ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”


ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।


ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।


Swiv nou:

Piblisite


Piblisite